ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଶ୍ରୀମନ୍ଦିର ସେବାୟତ ବିଶ୍ଵନାଥ ଖୁଣ୍ଟିଆ ନିଲମ୍ବିତ

0

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ ନେଇଛନ୍ତି। ଅନ୍ୟ ସେବାୟତଙ୍କୁ ମାରପିଟ୍‌ ଘଟଣାରେ ବିଶ୍ଵନାଥଙ୍କୁ ୩ ମାସ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୩ ମାସ ପାଇଁ ତାଙ୍କୁ ସମସ୍ତ ପ୍ରକାର ସେବାରୁ ନିବୃତ୍ତ ରହିବାକୁ ନିର୍ଦେଶ ଦିଆଯାଇଛି।

ଅନ୍ୟପକ୍ଷେ ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ କୌଣସି ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ପୂର୍ବରୁ ବିଶ୍ବନାଥଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା

Leave A Reply

Your email address will not be published.