ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା

0

ରାଜଗାଙ୍ଗପୁର: ସୁନ୍ଦରଗଡ ରାଜଗାଙ୍ଗପୁରରେ ଥିବା ଡାଲମିଆ ସିମେଣ୍ଟ କଂପାନୀରେ ବଡ଼ ଦୁର୍ଘଟଣା। ଷ୍ଟକ ରଖାଯାଉଥିବା କୋଇଲା ହପ୍ପର ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। କୋଇଲା ହପ୍ପର ଭୁଶୁଡ଼ି ପଡ଼ିବାରୁ ୩ରୁ୪ ଶ୍ରମିକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଘଟଣାକୁ ନେଇ କାରଖାନା ବାହାରେ ଚାପା ଉତ୍ତେଜନା ଲାଗି ରହିଥିବା ଜଣାପଡ଼ିଛି।

ଏହି ଦୁର୍ଘଟଣାରେ ଏକାଧିକ ଶ୍ରମିକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ତଳେ ଚାପି ହୋଇ ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା ଜାରି ରହିଛି।

Leave A Reply

Your email address will not be published.