ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଚଳିତ ବର୍ଷ ୪୦ ହଜାର ନିଯୁକ୍ତି ଦେବେ ସରକାର

0

ଭୁବନେଶ୍ବର: ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶେଷଜ୍ଞ ଏବଂ ବୁଦ୍ଧିଜୀବିମାନେ ଅଂଶଗ୍ରହଣ କରି ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ନେଇ ନିଜ ନିଜର ମତ ଉପସ୍ଥାପନ କରିଛନ୍ତି। ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି ଆଇଟି, ପେଟ୍ରୋ କେମିକାଲ୍ସ, ଆଗ୍ରୋ ଇଣ୍ଡିଷ୍ଟ୍ରିକୁ ଗୁରୁତ୍ୱ ଦିଆଯିବ। ଓଡ଼ିଶାରେ କିପରି ଆମର ଜିଡିପି ବଢିବ ସେଥିପାଇଁ ଆମେ କୃଷି ଭିତ୍ତିକ ଶିଳ୍ପ ଉପରେ ଗୁରୁତ୍ୱ ଦେଉଛୁ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଲୋକମାନଙ୍କ ମତାମତ ସଂଗ୍ରହ କରାଯାଉଛି ଏବଂ ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକ ମତାମତ ଦେଇ ପାରିବେ। ଆଗାମୀ ବଜେଟରେ ରାଜସ୍ୱ ବୃଦ୍ଧି, ଶିଳ୍ପ ପ୍ରତିଷ୍ଠା ଓ ପର୍ଯ୍ୟଟନ କ୍ଷେତ୍ରକୁ ଅଗ୍ରାଧିକାର ଦିଆଯିବାର ସମ୍ଭାବନା ରହିଛି। କୃଷି ଭିତ୍ତିକ ଶିଳ୍ପ ଓ ବିକଶିତ ଗାଁ ବିକଶିତ ଓଡିଶା ଭଳି ଯୋଜନା ଆରମ୍ଭ କରାଯିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.