ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଅସୁସ୍ଥ

0

ବରଗଡ଼: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.