ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ବିପୁଳ ପରିମାଣ ବ୍ରାଉନ୍ ସୁଗାର ଜବତ, ୪ ଗିରଫ

0

ପୁରୀ: ପୁରୀ ଟାଉନ ଥାନା ଗଦାଧର ହାଇସ୍କୁଲ ପାର୍କିଂ ସ୍ଥଳରୁ ପୁଲିସ ୫୩୮ ଗ୍ରାମ ବ୍ରାଉନ୍ ସୁଗାର ଜବତ। ଏହା ସହ ନଗଦ ୯ ଲକ୍ଷ ୩୨ହଜାର ଟଙ୍କା ଏବଂ ଗୋଟିଏ ଦେଶୀ ବନ୍ଧୁକ ମଧ୍ୟ ପୁଲିସ ଜବତ କରିଛି।

ପୁରୀ ଟାଉନ ଥାନା ଗଦାଧର ହାଇସ୍କୁଲ ପାର୍କିଂ ସ୍ଥଳରୁ ପୋଲିସ ୫୩୮ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଜବତ ବ୍ରାଉନ୍ ସୁଗାରର ଆନୁମାନିକ ମୂଲ୍ୟ ୬୬ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ବ୍ରାଉନ୍ ସୁଗାର କାରବାର ଅଭିଯୋଗରେ ପୁଲିସ ୪ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୨ଜଣ ଖୋର୍ଦ୍ଧାର ହୋଇଥିବାବେଳେ ଜଣେ ପୁରୀ ଓ ଆଉ ଜଣେ ବାଲେଶ୍ୱରର ବୋଲି ସୂଚନା ମିଳିଛି।

Leave A Reply

Your email address will not be published.