ଭୁବନେଶ୍ଵର , ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା ।୨୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପ୍ରଥମଥର ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି। ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ୍ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ନଡ୍ଡା ଆଜିଠାରୁ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।
ସନ୍ଧ୍ୟା ୭ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ କୋଣାର୍କ ଯାଇ ରାତ୍ରିଯାପନ କରିବେ। ଆସନ୍ତାକାଲି ନଡ୍ଡା ପୁରୀରେ ହେବାକୁ ଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଭୁବନେଶ୍ୱର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ଚର୍ଚ୍ଚା ଏବଂ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ସୂଚନା ଦେଇଛନ୍ତି।
ପ୍ରମୁଖ ଖବର
ଫିଟନେସ୍ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ