ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ବଢିବ ଦିନର ତାପମାତ୍ରା

0

ଭୁବନେଶ୍ଵର, ଏଣିକି ରାଜ୍ୟ ରେ ଦିନ ତାପମାତ୍ରା ବୃଦ୍ଧି ପାଇବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଦିନ ତାପମାତ୍ରା ୨-୪° C ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ଓ ପରବର୍ତ୍ତୀ ୨ ଦିନ ରେ ତାପମାତ୍ରା ୨°C ଯାଏଁ ବୃଦ୍ଧି ପାଇପାରେ। ମାର୍ଚ୍ଚ ୩-୪ ତାରିଖ ବେଳକୁ ପଶ୍ଚିମ ଓଡ଼ିଶା ରେ ଦିନ ତାପମାତ୍ରା ୪୦°C ନିକଟତର ହେବାର ସମ୍ଭାବନା ରହିଛି।
ସେହିପରି ମାର୍ଚ୍ଚ ମାସ ରେ ଅଧିକ ଖରା, ଗରମ ଅନୁଭୂତ ହେବ। ଚଳିତ ବର୍ଷ ଗ୍ରୀଷ୍ମ ଋତୁ ରେ ଅଧିକ ଗ୍ରୀଷ୍ମ ଲହରୀ ଦିନ ସଂଖ୍ୟା ଅଧିକ ରହିବାର ସମ୍ଭାବନା ରହିଛି।

Leave A Reply

Your email address will not be published.