ଭୁବନେଶ୍ବର: ଖୁବ୍ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା। ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ୱ ନେଇଛନ୍ତି ରାଜ୍ୟ ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଖୁବଶୀଘ୍ର ରାଜ୍ୟରେ ପୌଷ୍ୟ ସନ୍ତାନ ଯୋଜନା କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି ।
ଏପ୍ରିଲ ପହିଲାରୁ ମାଗଣାରେ ଅନାଥ ଶିଶୁଙ୍କୁ ଶିକ୍ଷା ଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସିଏସ୍ଆର ପାଣ୍ଠି ବିନିଯୋଗରେ ଏହି ମାଗଣା ଶିକ୍ଷାଦାନ କରାଯିବ। ଏନେଇ ଜଲାପାଳଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି। କମିଟିରେ ଏମସିଏଲ କର୍ତ୍ତୃପକ୍ଷ, ମହିଳା ଓ ଶିଶୁ ବିକାଶ ଅଧିକାରୀଙ୍କ ସହ ଜିଲା ଶିକ୍ଷା ଅଧିକାରୀ ରହିବେ। ଏହାକୁ ନେଇ ଏକ ଟ୍ରଷ୍ଟ ବୋର୍ଡ ଗଠନ କରାଯିବ ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି।
ପ୍ରମୁଖ ଖବର
ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ