ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର। ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର। ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି। ଏଥିସହିତ ଆୟୋଗର ୫ ଜଣ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତ। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଆଧାରରେ କାରଣ ଦର୍ଶାଅ ହୋଇଥିଲା। ଗତ ନଭେମ୍ବର ମାସରେ ରାଜ୍ୟ ସରକାର କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ଏହା ବିରୋଧରେ ଅଧ୍ୟକ୍ଷା ଓ ସଦସ୍ୟ ହାଇକୋର୍ଟ ଯାଇଥିଲେ। ହାଇକୋର୍ଟ ଆବେଦନ ଖାରଜ କରିବା ପରେ ଗୁରୁବାର ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ