ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛୋଟ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ଡିଟିଇଟି ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର ଏମଡି ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ରହିଛି। ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ଶୁଭମ୍ ସକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। ଅନ୍ୟପକ୍ଷେ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାଧାରଣ ବଣ୍ଟନ ନିଗମ ଏମଡି ଦାୟିତ୍ୱ ଦିଆଯାଇଛି।
ପ୍ରମୁଖ ଖବର
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା