ଭୁବନେଶ୍ବର: ରାଜଧାନୀରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ଖୁଲମଖୁଲା ଭାବେ ସବୁଠି ଗଞ୍ଜେଇ କାରବାର ଚାଲିଛି। ଭୁବନେଶ୍ୱର ଆଚାର୍ଯ୍ୟବିହାରର ଆପୋଲୋ ହସ୍ପିଟାଲ ସ୍ଥିତ ବିଶେଶ୍ୱର ବସ୍ତିରେ ଏକ ପାନ ଦୋକାନରେ ସ୍ପେଶାଲ କ୍ରାଇମ ୟୁନିଟର ଚଢାଉ କରିଥିଲା, ଚଢାଉ ବେଳେ ଦୋକାନରୁ ବିପୁଳ ପରିମାଣର ଗଂଜେଇ ଓ ସିଗାରେଟ ଜବତ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍। ଘଟଣାସ୍ଥଳରୁ କିଛି ନିଶା ବେପାରୀଙ୍କୁ ମଧ୍ୟ ଗୋଡ଼ାଇ ଗୋଡ଼ାଇ ଧରିଛି କ୍ରାଇମ୍ ୟୁନିଟ୍। ସେହିପରି ଏକାଧିକ ଯୁବକଙ୍କୁ ମଧ୍ୟ ଉଠାଇ ନେଇଛି ସ୍ପେଶାଲ କ୍ରାଇମ ୟୁନିଟ୍।
ଆଜି ରାଜଧାନୀର ବିଭିନ୍ନ ପ୍ରମୁଖ ଛକ ସ୍ଥାନ ମାନଙ୍କରେ ଥିବା ଚା ଏବଂ ପାନ ଦୋକାନ ଗୁଡିକରେ ରେଡ୍ କରାଯାଇଛି। ବିପୁଳ ଗଞ୍ଜେଇ ଓ ସିଗାରେଟ୍ ଜବତ କରିବା ସହ ଏକାଧିକ ଯୁବକଙ୍କୁ ଧରିଛି କ୍ରାଇମ୍ ୟୁନିଟ୍। ୨ ଓମଫେଡ୍ ପାର୍ଲର ସିଲ କରାଯାଇଥିବା ବେଳେ ୨ ବ୍ୟକ୍ତି ଅଟକ ରହିଛନ୍ତି।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ