ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ସାମ୍ବାଦିକଙ୍କ ପାଇଁ ନବୀନଙ୍କ ୧୫ଲକ୍ଷ

0

ଭୁବନେଶ୍ବର: କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ରାଜ୍ୟ ସରକାର ତାଙ୍କ ପରିବାର ବର୍ଗଙ୍କୁ ୧୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଘୋଷଣା କରିଛନ୍ତି।

ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ରଂଜନ ମଙ୍ଗରାଜ କହିଛନ୍ତି ଯେ ସାରା ବିଶ୍ବ ଏକ କଠିନ ସମସ୍ୟା ଦେଇ ଗତି କରୁଥିବା ବେଳେ ସାମ୍ବାଦିକମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ବ ନିର୍ବାହ କରୁଛନ୍ତି। ଏଭଳିସ୍ଥଳେ ଯଦି ସାମ୍ବାଦିକମାନଙ୍କର କରୋନାରେ ମୃତ୍ୟୁ ଘଟେ ତେବେ ରାଜ୍ୟ ସରକାର ସେମାନଙ୍କ ପରିବାର ବର୍ଗଙ୍କୁ ଏହି ସହାୟତା ରାଶି ପ୍ରଦାନ କରିବେ।

Leave A Reply

Your email address will not be published.