ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ମନୋଜ ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର

0

ଭୁବନେଶ୍ବର: ଆଇଏଏସ୍ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରିଛନ୍ତି।

ଆଇଏଏସ୍ ମନୋଜ କୁମାର , ଯିଏକି ଏଜିଏମୟୁଟି କ୍ୟାଡରର ପୂର୍ବତନ ବ୍ୟୁରୋକ୍ରାଟ୍ ଅଟନ୍ତି। ପରିଡ଼ାଙ୍କ ସହିତ ଅନ୍ୟ ତିନିଜଣଙ୍କୁ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରାଯାଇଛି। ସେମାନେ ହେଲେ ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ଉଚ୍ଚ ନ୍ୟାୟାଳୟର ଓକିଲ କଳ୍ପନା ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପବିତ୍ର ମଣ୍ଡଳ।

Leave A Reply

Your email address will not be published.