ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର

0

ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର। ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ। ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି।
ତେବେ ସୀତାରାମ ନାଁରେ ୨୫ରୁ ଊର୍ଦ୍ଧ୍ବ ମାମଲା ରହିଛି ବୋଲି ଜଣାପଡିଛି। ବିଭିନ୍ନ ଥାନାରେ ଡକାୟତି, ଲୁଟ୍ ଓ ହତ୍ୟା ଉଦ୍ୟମ ଭଳି ମାମଲା ରହିଛି । ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଅଞ୍ଚଳରେ ଆତଙ୍କ ଖେଳାଇଥିଲା ସୀତାରାମ ଷଡ଼ଙ୍ଗୀ। ସୀତାରାମ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ସହ ୧ ଲକ୍ଷ ଟଙ୍କା ଜବତ କରିଛି ପୋଲିସ।

ସୀତାରାମକୁ ବହୁଦିନ ଦରି ପୋଲିସ ଖୋଜୁଥିବାବେଳେ ଆଜି ତାକୁ ଗିରଫ ପାଇଁ ଯାଇଥିଲା। ହେଲେ ପୋଲିସକୁ ଦେଖି ସୀତାରାମ ଗୁଳି ଚଳାଇଥିବାବେଳେ, ଏହାର ପାଲଟା ଜବାବରେ ପୋଲିସ ଏନକାଉଣ୍ଟର କରିଥିଲା। ଯେଉଁଥିରେ ସେ ଗୁରୁତର ହୋଇ ଚିକିତ୍ସିତ ହେଉଛି।

Leave A Reply

Your email address will not be published.