ଭୁବନେଶ୍ବର: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହା ପୂର୍ବରୁ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି।
ଏହି ଅବସରରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ ପୂର୍ବରୁ ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ।
ପ୍ରମୁଖ ଖବର
ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ