ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସରେ ମିଳିବ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଟଙ୍କାକୁ ଅପେକ୍ଷା କରିଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର। ପୁଣି ମିଳିବ ସୁଭଦ୍ରା ଟଙ୍କା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ ଶନିବାର କହିଛନ୍ତି, ଏପ୍ରିଲ ୨୪ରେ ସୁଭଦ୍ରା ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ। ପୁରୀ ଠାରେ ସୁଭଦ୍ରା ଟଙ୍କା ବଣ୍ଟାଯିବ। ପଞ୍ଚାୟତିରାଜ ଦିବସ ଅବସରରେ ଏହି ଟଙ୍କା ବାଣ୍ଟିବେ ସରକାର। ଏପ୍ରିଲ ୨୪ ତାରିଖ ଅର୍ଥାତ ଆଉ ମାତ୍ର ୪ ଦିନ ପରେ ହିତାଧୀକାରୀଙ୍କ ଆକାଉଣ୍ଟକୁ ଟଙ୍କା ଆସିବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳାମାନଙ୍କୁ କେବଳ ଟଙ୍କା ମିଳିବ। ଯେଉଁ ମହିଳାମାନେ ମାର୍ଚ୍ଚ ୩୧ ପରେ ଆବେଦନ କରିଥିବେ, ସେମାନଙ୍କୁ ଟଙ୍କା ମିଳିବନି।

Leave A Reply

Your email address will not be published.