ଭୁବନେଶ୍ବର: ଇସ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ସୋଆ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଏନ୍ଏଇ ଓଡ଼ିଶା ଶାଖାର ଅଧ୍ୟକ୍ଷ ତଥା ସୋଆ ଆନ୍ତର୍ଜାତିକ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଏବଂ ଆଇଟିଇଆର ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ସ୍ୱାଗତ ଜଣାଇଥିଲେ। ବୁଧବାର ସନ୍ଧ୍ୟାରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ କ୍ୟାମ୍ପସ ୨ ପରିସରରେ ଡ. ନାରାୟଣନ ସୋଆର ଫାକଲ୍ଟି ଏବଂ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ବକ୍ତୃତା ପ୍ରଦାନ କରିବେ ।
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ