ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ନୂଆଦିଲ୍ଲୀ: ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟି ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଅପରେସନ ସିନ୍ଦୂରର ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିବା ସୂଚନା ମିଳିଛି।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏପରିକି ସମସ୍ତ କେନ୍ଦ୍ରମନ୍ତ୍ରୀ, NDA ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

Leave A Reply

Your email address will not be published.