ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ବଦଳିବ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌ ନାଁ

0

ଭୁବନେଶ୍ବର: ବଦଳିବ ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ନାଁ। ଏନେଇ ଶନିବାର ଦିନ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ମାଷ୍ଟରକ୍ୟାଣ୍ଟିନ୍‌ ସହିତ ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ମଧ୍ୟ ନାମ ପରିବର୍ତ୍ତନ କରାଯିବ। ଏନେଇ ଉପରସ୍ତରରେ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ।

ତେବେ ନାଁ ପରିବର୍ତ୍ତନ ହେଲେ ଓଡ଼ିଶାର ବରପୁତ୍ରଙ୍କ ନାଁରେ ଏହାକୁ ନାମିତ କରାଯାଇପାରେ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ। ପୂର୍ବରୁ ଭାଜପା ସରକାର ଅନେକ ଯୋଜନାର ନାଁ ମଧ୍ୟ ପରିବର୍ତ୍ତନ କରିସାରିଛନ୍ତି।

Leave A Reply

Your email address will not be published.