ପୁରୀ: ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରୀୟ ରେଞ୍ଜ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା।
ଦେବସ୍ନାନ ପୂର୍ଣ୍ଣିମା ଜୁନ୍ ୧୧ ତାରିଖରେ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ବୈଠକରେ ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ପରିଚାଳନା ଉପରେ ଆଲୋଚନା କରାଯାଇଥିଲା। ଦେବସ୍ନାନ ପୂର୍ଣ୍ଣିମା ପାଇଁ ୭୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ। ୪ ଏସ୍ପି ରାଙ୍କ୍ କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ରହିବେ।
ପ୍ରମୁଖ ଖବର
ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ