ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ

0

କଳାହାଣ୍ଡି: କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ତାଙ୍କ ବିରୁଦ୍ଧରେ ଦୁର୍ନୀତି କରିଥିବା ଅଭିଯୋଗ ହେଇଥିଲା। ଏହାର ତଦନ୍ତ କରି ଆଜି ରାଜସ୍ବ ବିଭାଗ ତାଙ୍କୁ ନିଲମ୍ବନ କରିଛି। ଶ୍ରୀ ପିଲ୍ଲା ଏଠାରେ ସାଧାରଣ ପ୍ରଶାସନ ଓ ବିବିଧ ଶାଖା ବିଭାଗର ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଛନ୍ତି।

ଗତ ୨୦୨୦ରୁ ୨୦୨୨ ମଧ୍ୟରେ ଭୁବନେଶ୍ୱରରେ ସେ ଅତିରିକ୍ତ ତହସିଲଦାର ଥିବା ସମୟରେ ବଡ଼ ଧରଣର ହେରଫେର କରିଥିଲେ। ସରକାରୀ ଜମିକୁ ମ୍ୟୁଟେସନ, ଲିଜ ଜମିକୁ କିସମ ପରିବର୍ତ୍ତନ, ରିଜେକ୍ଟ କେସକୁ ରିଓପନ କରି ମ୍ୟୁଟେସନ କରିଥିବା ନେଇଁ ଚିତ୍ତରଞ୍ଜନଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏପରିକି ଜମି ହେରଫେର ନେଇ EOWରେ ମାମଲା ରହିଛି। ଏନେଇ ରାଜ୍ୟ ସରକାର ତାଙ୍କୁ ନିଲମ୍ବିତ କରିଛନ୍ତି। ଭବାନୀପାଟଣା ଜିଲାପାଳଙ୍କ ଅଫିସର ଗ୍ରିଭାନ୍‌ସ ସେଲରେ ବର୍ତ୍ତମାନ ସେ କାର୍ଯ୍ୟରତ ଥିଲେ।

Leave A Reply

Your email address will not be published.