ଭୁବନେଶ୍ଵର: ରଜରେ ରାଜଧାନୀ ଭୁବନେଶ୍ୱର ନୀଳାଦ୍ରିବାହାର ଅଞ୍ଚଳର ଏକ ପରିବାର ପୁରୀ ବୁଲିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଲୁଟେରା । ଦୁର୍ବୃତ୍ତମାନେ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଏବଂ ନଗଦ ଲୁଟି ନେଇଥିବା ଅଭିଯୋଗ ହୋଇଛି।
ସୂଚନାମୁତାବକ, ପରିବାର ଲୋକ ରଜ ପର୍ବ ପାଇଁ ପୁରୀରେ ଥିବା ସମୟରେ ଚୋରି ହୋଇଥିଲା। ଅଭିଯୁକ୍ତମାନେ ଝରକା ଭାଙ୍ଗି ଘରେ ପ୍ରବେଶ କରି ଲୁଟ୍ କରିଛନ୍ତି । ପରିବାର ଲୋକ ପୁରୀରୁ ଫେରିବା ପରେ ଚୋରି ହୋଇଥିବା ଜାଣିପାରିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଚନ୍ଦ୍ରଶେଖରପୁର ପୋଲିସ ଷ୍ଟେସନର ଏକ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଓ ନିକଟବର୍ତ୍ତୀ ଅଞ୍ଚଳର ସିସିଟିଭି ଫୁଟେଜ ଯାଞ୍ଚ କରୁଛି ।
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ