କନ୍ଧମାଳ: ସରକାରୀ ଟଙ୍କା ଆତ୍ମସାତ କଲେ ଦୁର୍ନୀତିଗ୍ରସ୍ତ ପୂର୍ବତନ ପିଇଓ। ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ। କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ଅକ୍ରୁର ମାଝୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ପଞ୍ଚାୟତର କାମ ନକରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା ଘୋଟଲା କରିଥିଲେ। ତଦନ୍ତ ବେଳେ ଏ ନେଇ ଜଣା ପଡିବା ପରେ ଘଟଣାରେ ଅକ୍ରୁରଙ୍କୁ ଗିରଫ କରି ଫୁଲବାଣୀ ଭିଜିଲାନ୍ସ କୋର୍ଟ ପଠାଇଛି ଭିଜିଲାନ୍ସ ବିଭାଗ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ