ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସମରେ ହେବ କୋଭିଡ ପରୀକ୍ଷା

0

ରାଜ୍ୟର ପ୍ରଥମ ଘରୋଇ ମେଡିକାଲ କଲେଜ ଭାବେ ମନୋନୀତ


ଭୁବନେଶ୍ୱର: ଆଇଏମଏସ ଓ ସମ ହସ୍ପିଟାଲ ସହ ଆଉ ଏକ ବଡ ସଫଳତା ଯୋଡି ହୋଇଯାଇଛିି। ଓଡ଼ିଶାରେ କୋଭିଡ ପରୀକ୍ଷା ନିମନ୍ତେ ଇଣ୍ଡିଆନ୍ କାଉନସିଲ୍ ଫର୍ ମେଡିକାଲ ରିସର୍ଚ୍ଚ ସମ୍ କୁ ମନୋନୀତ କରିଛି।

ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ୧୦୦୦ ଶଯ୍ୟା ବିଶିଷ୍ଟ ଏହି ଟିଚିଙ୍ଗ ହସ୍ପିଟାଲ ହେଉଛି ରାଜ୍ୟର ପ୍ରଥମ ଘରୋଇ ମେଡିକାଲ କଲେଜ, ଯିଏକି କରୋନା ପରୀକ୍ଷା କେନ୍ଦ୍ର ଭାବେ ମନୋନୀତ ହୋଇଛି ବୋଲି ସୂଚନା ଦେଇଛନ୍ତି ସମର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର। ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚ ପକ୍ଷରୁ ଏହି ଅନୁମତି ମିଳିଥିବା ସେ କହିଛନ୍ତି । କରୋନା ପରୀକ୍ଷଣ ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ମୋଲିକ୍ୟୁଲାର ଆରଏନଏ ଭିରୋଲୋଜି ଲାବୋରେଟୋକିରେ କରାଯିବ ।

ପ୍ରାଥମିକ ପର୍ଯ୍ୟାୟରେ ଦିନକୁ ୩୦୦0 ପରୀକ୍ଷା କରାଯିବ ବୋଲି ସୂଚନା ଦେଇଛନ୍ତି ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ଗବେଷଣା ନିର୍ଦେଶକ ଡାକ୍ତର ଜୟ ଶଙ୍କର ଦାସ। ଚଳିତ ମାସ ସମ ହସ୍ପିଟାଲର ମୋଲିକ୍ୟୁଲାର ଆରଏନଏ ଭିରୋଲୋଜି ଲାବୋରେଟୋରୀକୁ ଏହି ପରୀକ୍ଷା ନିମନ୍ତେ ଏନଏବିଏଲ ପକ୍ଷରୁ ଅନୁମତି ମିଳି ଥିଲା ବୋଲି ଡାକ୍ତର ଦାସ କହିଛନ୍ତି।

Leave A Reply

Your email address will not be published.