ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ରାୟଗଡା: ଗୁଣୁପୁରରେ ଅଭାବନୀୟ ଘଟଣା ଘଟିଛି। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜର ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ବାୟୋଟେକ୍ ଦ୍ଵିତୀୟ ବର୍ଷରେ ପଢୁଥିଲେ।

ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜରେ ପୁଣି ଜଣେ ଛାତ୍ରର ଆତ୍ମହତ୍ୟା। ଏନସି – ୭ ହଷ୍ଟେଲ ବ୍ଲକ୍ ନଂ ୧୨ ଡିଆର୍ ନଂ ୨ ରୁମ୍ ରେ ରହୁଥିଲେ ଛାତ୍ର ଜଣକ । ଆଜି ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣକ ବାଲେଶ୍ବର ଜିଲ୍ଲା ସୋର ଗ୍ରାମର ହିମାଂସୁ ହୋତା । ସେ ବାୟୋଟେକନିକ ବିଭାଗ ଦ୍ବିତୀୟ ବର୍ଷର ଛାତ୍ର ଥିଲେ । ଘଟଣାସ୍ଥଳରେ ଗୁଣୁପୁର ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି। ପ୍ରାଥମିକ ତଦନ୍ତରୁ ପ୍ରେମଜନିତ ଆତ୍ମହତ୍ୟା ନେଇ ସନ୍ଦେହ କରାଯାଉଛି। ସାଇଣ୍ଟିଫିକ୍ ଟିମ୍ ସହାୟତାରେ ତଦନ୍ତ ଚଳାଇଛି ପୋଲିସ୍।

Leave A Reply

Your email address will not be published.