ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍‌

0

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ବଡ଼ ବସ ଦୁର୍ଘଟଣା। ଜମ୍ମୁ ଓ କଶ୍ମୀରର ଗାଣ୍ଡେରବଲ ଜିଲାରେ ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ଏକ ବସ ନଦୀକୁ ଖସିପଡ଼ିଛି। ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ, ପ୍ରବଳ ବର୍ଷା ମଧ୍ୟରେ ଗାଣ୍ଡେରବଲ ଜିଲାର କୁଲାନରେ ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ ସିନ୍ଧ ନଦୀକୁ ଖସିପଡ଼ିଛି। ବସ୍‌ରେ ଥିବା ସୈନିକଙ୍କ ପାଇଁ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଛି।

ଘଟଣା ସ୍ଥଳରେ ଷ୍ଟେଟ୍ ଡିଜାଷ୍ଟର ରେସପନ୍ସ ଫୋର୍ସ ପହଞ୍ଚି ରେସ୍କ୍ୟୁ ଅପରେସନ ଚଳାଇଛନ୍ତି। ତେବେ ଏହି ଦୁର୍ଘଟଣାରେ ମୃତାହତ ନେଇ ସ୍ପଷ୍ଟ ସୂଚନା ଆସିନାହିଁ। ତେବେ ଆଇଟିବିପି ଯବାନଙ୍କ ଅନେକ ଅସ୍ତ୍ରଶସ୍ତ୍ର ନଦୀ ପାଣିରେ ଭାସିଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.