ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା

0

ଭୁବନେଶ୍ବର; ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି କରିଛନ୍ତି।ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ଆଉ ୬ ସଦସ୍ୟ। ସେମାନେ ହେଲେ ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ଭାବେ ମଧ୍ୟ ନିଯୁକ୍ତ ହୋଇଛନ୍ତି।

Leave A Reply

Your email address will not be published.