ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଜୀଅନ୍ତା ଜଳିଗଲେ ଯୁବତୀ

0

ପଟ୍ଟାମୁଣ୍ଡାଇ: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ।

ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା ଜଣାପଡିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସେ ନିଜେ ଜୀବନ ହାରିଛନ୍ତି ନା ତାଙ୍କୁ କିଏ ଜୀବନ ହାରିବା ପାଇଁ କହିଛି ସେନେଇ ମଧ୍ୟ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି। ଘରେ କେହି ନଥିବା ସମୟରେ ଏହି ଘଟଣା ହୋଇଛି।

ତେବେ ପ୍ରେମିକ ଜଣଙ୍କ ଛାତ୍ରୀଙ୍କ ଅଶ୍ଳୀଳ ଫୋଟ ଭାଇରାଲ କରିଥିବା ନେଇ ଅଭିଯୋଗ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ଏନେଇ ପୂର୍ବରୁ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଘଟଣା ଜଣାପଡିବା ପରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ପୋଲିସ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.