ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ

0

ଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ଜୈତପୁର ପୋଲିସ ଷ୍ଟେସନ ଅଞ୍ଚଳରେ ଏକ ଦୁର୍ଘଟଣା ଘଟିଛି। ଏଠାରେ ଏକ ସମାଧି ସ୍ଥଳର ପ୍ରାୟ ୧୦୦ ଫୁଟ ଲମ୍ବା କାନ୍ଥ ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ଫଳରେ ନିକଟରେ ଥିବା ଅନେକ ବସ୍ତି ଏହାର କବଜାକୁ ଚାଲିଯାଇଥିଲା। ଭଗ୍ନାବଶେଷ ତଳୁ ୮ ଜଣଙ୍କୁ ଉଦ୍ଧାର କରାଯାଇ ଏମ୍ସ ଟ୍ରମା ସେଣ୍ଟର ଏବଂ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ସମୟରେ ୭ ଜଣଙ୍କର ମୃତ୍ୟୁ ହୋଇଥିଲା

ଦିଲ୍ଲୀ ପୋଲିସ, ଅଗ୍ନିଶମ ବାହିନୀ, ଏନଡିଆରଏଫ ଦଳ ଘଟଣାସ୍ଥଳରେ ନିୟୋଜିତ ହୋଇଛନ୍ତି। ଅନ୍ୟ କେହି ପୋତି ହୋଇଛନ୍ତି କି ନାହିଁ ତାହା ଦେଖିବା ପାଇଁ ବସ୍ତି ଏବଂ କାନ୍ଥ ତଳେ ଖୋଜା ଚାଲିଛି। ମୃତକଙ୍କ ମଧ୍ୟରେ ତିନି ଜଣ ପୁରୁଷ, ଦୁଇ ମହିଳା ଏବଂ ଦୁଇ ଜଣ ଝିଅ ଅଛନ୍ତି। ସମସ୍ତଙ୍କୁ ଚିହ୍ନଟ କରାଯାଇଛି।

Leave A Reply

Your email address will not be published.