ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନବୀନଙ୍କ ସହ କଥା ହେଲେ ମୋଦି

0

ଭୁବନେଶ୍ବର: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । କିଛି ସମୟ ବିଶ୍ରାମ ନେବା ପାଇଁ କହିବା ସହ ଦିଲ୍ଲୀ ଆସିଲେ ଦେଖା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ।

Leave A Reply

Your email address will not be published.