ଭୁବନେଶ୍ବର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ସେପ୍ଟେମ୍ବର ୨୫ ତାରିଖ ଯାଏଁ ଚାଲିବ। ଗୃହରେ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏନେଇ କହିଛନ୍ତି ଯେ ୧୪ମାସର ସରକାରଙ୍କ ବିଫଳତା ପ୍ରସଙ୍ଗ ଉଠାଇବୁ । ରାଜ୍ୟରେ ନାରୀ ନିର୍ଯାତନା, ଆଇନ ଶୃଙ୍ଖଳା ପ୍ରସଙ୍ଗ, ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ପ୍ରସଙ୍ଗ ମଧ୍ୟ ଉଠାଇବା ବିଜେଡି।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ