ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ବସ୍ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ। NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ପ୍ରମୁଖ ଖବର
ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍ର ମଞ୍ଜୁରି