ନ୍ୟୁଜ୍ ବ୍ୟୁରୋ: ଓଡ଼ିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତା’ର ପ୍ଲାଣ୍ଟ ତିଆରି କରିବ। ଟ୍ବିନ୍ ସିଟିରେ ପ୍ରାଥମିକ ସ୍ତରରେ ଏହି ପ୍ଲାଣ୍ଟ ହେବ। ପରେ ପରେ ମ୍ୟୁନିସିପାଲିଟି କର୍ପୋରେଶନରେ ଏହାକୁ କରାଯିବ। ଖୁବ୍ଶୀଘ୍ର ବିଭାଗୀୟ ବୈଠକ ବସି ଏନେଇ ତ୍ୱରିତ ଦିଗରେ କାର୍ଯ୍ୟ ଆଗକୁ ବଢ଼ିବ ବୋଲି ମନ୍ତ୍ରୀ କହିଛନ୍ତି।
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ