କାମାକ୍ଷାନଗର: ଅନୁଗୁଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ କାନପୁରା ପଞ୍ଚାୟତର ଭାଲୁମୁଣ୍ଡାଠାରେ ଅଜଣା ଗାଡ଼ି ଧକ୍କାରେ ପୋଲିସ୍ ସହକାରୀ ଆରକ୍ଷୀ ନିରୀକ୍ଷକ (ଏଏସଆଇ)ଙ୍କର ମୃତ୍ୟୁ ହୋଇଛି। ସେ ଅନୁଗୁଳ ପୋଲିସରେ କାର୍ଯ୍ୟରତ ଥିଲେ। ଶନିବାର ସନ୍ଧ୍ୟାରେ ମାନସ ସିଂ ନିଜ ବାଇକରେ ଘରକୁ ଫେରୁଥିଲେ। ଏହି ସମୟରେ ଏକ ଅଜଣା ଗାଡି ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ଖବରପାଇ କାମାକ୍ଷାନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ