ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

କଟକ ରେଲ୍‌ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ

0

କଟକ: କଟକ ରେଳ ଷ୍ଟେସନରେ ବୁଧବାର ଅପରାହ୍ନରେ ନିର୍ମାଣ କାର୍ଯ୍ୟ ଚାଲିଥିବା ସମୟରେ ପ୍ଲାଟଫର୍ମ ଉପରେ ଏକ ଛାତ ଭୁଶୁଡ଼ି ପଡ଼ିଛି। ପ୍ଲାଟଫର୍ମ ୧ରେ ଏହି ଛାତଟି ଭୁଶୁଡ଼ି ପଡ଼ିଛି।ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି।

ପୂର୍ବତଟ ରେଳବାଇ ଅନୁଯାୟୀ, ଦୁର୍ଘଟଣାଟି ଅପରାହ୍ନ ପ୍ରାୟ ୩.୪୫ ସମୟରେ ଘଟିଥିଲା। ଯାହାଫଳରେ ପ୍ଲାଟଫର୍ମ ୧ ଏବଂ ୨ରେ ଅସ୍ଥାୟୀ ଭାବରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। “ଏହି ଘଟଣାରେ କୌଣସି ଆହତ କିମ୍ବା ମୃତାହତ ହୋଇଥିବାର ରିପୋର୍ଟ ହୋଇନାହିଁ। ଅପରପକ୍ଷରେ ମରାମତି କାର୍ଯ୍ୟ ପୂର୍ବରୁ ଚାଲିଛି। ଖୁବଶୀଘ୍ର ଲାଇନଗୁଡ଼ିକ ସଫା ହୋଇଯିବ ବୋଲି ଆଶା କରାଯାଉଥିବା ନେଇ ରେଳବାଇ ପକ୍ଷରୁ ଜଣାପଡ଼ିଛି। କିଛି ଟ୍ରେନ୍‌ର ଯାତାୟାତ ମଧ୍ୟ ବିଳମ୍ବିତ ହେଉଥିବା ସୂଚନାରୁ ଜଣାପଡ଼ିଛି। ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି।

Leave A Reply

Your email address will not be published.