ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍‌ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ

0

ଭୁବନେଶ୍ୱର, ୩୦ ଅଗଷ୍ଟ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକ ପ୍ରଫେସର ମୋହନ ଭି. ଅୱାରେ। ଏହି ସାକ୍ଷାତ ଆଲୋଚନା ସମୟରେ ଦୁଇ ବିଶିଷ୍ଟ ଶିକ୍ଷାବିତ୍ ଶିକ୍ଷା କ୍ଷେତ୍ରକୁ ନେଇ ଅନେକ ଆଲୋଚନା କରିଥିଲେ।

Leave A Reply

Your email address will not be published.