ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ପଦ୍ମଶ୍ରୀ: ଗୀତା ଫେରାଇଥିଲେ, ଅରିବାମ ବି ଫେରାଇବେ

0

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପଦ୍ମଶ୍ରୀକୁ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ଫେରାଇ ଦେଇଥିଲେ । ନିର୍ବାଚନବର୍ଷ ଓ ରାଜନୈତିକ ଦୃଷ୍ଟିକୋଣରୁ ତାଙ୍କର ଏହି ପଦକ୍ଷେପ ଥିବା କୁହାଯାଇଥିଲା । ଯେହେତୁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ, ଏଣୁ ଏହାକୁ ବିଭିନ୍ନ ମହଲ ଗ୍ରହଣ କରିଥିଲେ ।
ଏବେ କିନ୍ତୁ ପୁଣି ଆଵାର୍ଡ ଫେରାଇବା ରାସ୍ତା ପୁଣି ଖୋଲିଯାଇଛି । ମଣିପୁରୀ ଚଳଚ୍ଚିତ୍ର ନିର୍ମାଣତା ଅରିବାମ ଶ୍ୟାମ ଶର୍ମା ନାଗରିକ ସଂଶୋଧନ ବିଲ୍‍ ୨୦୧୬କୁ ବିରୋଧ କରି ପଦ୍ମଶ୍ରୀ ପୁରସ୍କାର ଫେରାଇବାକୁ ଘୋଷଣା କରିଛନ୍ତି । ଅରିବାମଙ୍କୁ ୨୦୦୬ରେ ପଦ୍ମଶ୍ରୀ ମିଳିଥିଲା ।
ପୂର୍ବରୁ ଅସହିଷ୍ଣୁତା ପ୍ରସଙ୍ଗରେ ବିଶିଷ୍ଟ ବ୍ୟକ୍ତି ପୁରସ୍କାର ଫେରାଇବାକୁ ନେଇ ବିବାଦ ସୃଷ୍ଟି ହୋଇଥିଲେ ।

Leave A Reply

Your email address will not be published.