ଛତିଶଗଡ଼: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକ୍ମା ଜିଲ୍ଲା ସିରସଟି ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ। ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଯୁବକଙ୍କୁ ନିର୍ମମ ହତ୍ୟା କରିଛନ୍ତି ଲାଲବାହିନୀ। ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ନକ୍ସଲ ଏବେ ନିଜର ସ୍ଥିତି ଜାହିର କରିବାକୁ ଯାଇ ପ୍ରତିଦିନ ହିଂସା ଘଟାଉଛନ୍ତି। ନିରୀହ ଆଦିବାସୀଙ୍କୁ ଟାର୍ଗେଟ କରି ପୋଲିସ ସୂଚନଦାତା ବୋଲି କହିବା ସହ ହତ୍ୟା କରି ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି।
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ