ଭୁବନେଶ୍ବର: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ କଟକ – ଭୁବନେଶ୍ବର ମଧ୍ୟବର୍ତ୍ତୀ ଫୁଲନଖରା ଠାରେ ଉଦଘାଟିତ ହୋଇଥିବା ଆଇ ଏମ୍ ଏସ୍ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ୨୦୨୪-୨୫ ଶିକ୍ଷା ବର୍ଷରେ ଛାତ୍ରଛାତ୍ରୀ ଙ୍କ ପାଇଁ ୧୫୦ଟି ସିଟ୍ ରହିଥିଲା। ବର୍ତ୍ତମାନ ୨୦୨୫-୨୬ ଶିକ୍ଷା ବର୍ଷରେ ଦ୍ୱିତୀୟ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ପାଇଁ ଏହାକୁ ୨୦୦ କୁ ବୃଦ୍ଧି କରାଯାଇଛି।
ପ୍ରମୁଖ ଖବର
ଫିଲିପାଇନ୍ସରେ ମିସେସ୍ ୟୁନିଭର୍ସ ଗ୍ଲୋବାଲ ବିଜେତା ହେଲେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ମାନସିକ ରୋଗ ବିଶେଷଜ୍ଞ
ଦିଲ୍ଲୀରେ ଏନକାଉଣ୍ଟର: ୪ଗ୍ୟାଙ୍ଗଷ୍ଟାର ନିହତ
ଇଣ୍ଡି ମେଣ୍ଟରେ ହେଲା ବୁଝାମଣା, ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
ପୀତବାସ ପଣ୍ଡା ହତ୍ୟା ମାମଲା, ଆଉ ଜଣେ ଅଭିଯୁକ୍ତ ଗିରଫ
ଭୁବନେଶ୍ୱରରେ ହେବ ଆଇଆରସି ଅଧିବେଶନ: ଯୋଗଦେବେ ନୀତିନ ଗଡକରୀ