ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

0

ଭୁବନେଶ୍ବର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିନାହାନ୍ତି। ଏ ନେଇ କଲେଜ ଗୁଡିକ ଠାରୁ ନିବେଦନ ଆସିବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏବଂ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ଅକ୍ଟୋବର ୨୮ରେ ଏହି ତାରିଖ ସରୁଥିଲା। ବାତ୍ୟାକୁ ଦୃଷ୍ଟିରେ ରଖି ଏହି ତାରିଖକୁ ନଭେମ୍ବର ୩କୁ ଘୁଞ୍ଚାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।

Leave A Reply

Your email address will not be published.