ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଲାଗୁ ହୋଇଥିବା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ ଓଡ଼ିଶା ସୂଚନା ସେବା (ଓଆଇଏସ) ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ନିଲମ୍ବନ ଅବଧି ମଧ୍ୟରେ ସେ ଭୁବନେଶ୍ୱର ସ୍ଥିତ ରାଜ୍ୟ ମୁଖ୍ୟାଳୟରେ ରହିବେ। ତାଙ୍କୁ ସକ୍ଷମ ଅଧିକାରୀଙ୍କ ଅନୁମତି ବିନା ମୁଖ୍ୟାଳୟ ନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ପ୍ରତିଦିନ ଆଇ ଆଣ୍ଡ ପିଆର ବିଭାଗର ନିର୍ଦ୍ଦେଶକ (ଟେକ୍ନିକାଲ୍)ଙ୍କ ନିକଟରେ ରିପୋର୍ଟ କରିବାକୁ ପଡିବ ବୋଲି କୁହାଯାଇଛି।
ପ୍ରମୁଖ ଖବର
ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍ ରୁଲ୍, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ