ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ବିଜେଡି ଛାଡ଼ି ପଦ୍ମ ଧରିଲେ ଅମର ପଟ୍ଟନାୟକ

0

ଭୁବନେଶ୍ବର: ବିଜେଡିକୁ ଜୋରଦାର୍‌ ଝଟକା। ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ଉପସ୍ଥିତିରେ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଫୁଲତୋଡ଼ା ଦେଇ ଦଳକୁ ସ୍ବାଗତ କରିଥିଲେ। ଅମର ପଟ୍ଟନାୟକ ବିଜେଡି ଟିକେଟରେ ରାଜ୍ୟସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ l ତେବେ ରାଜ୍ୟସଭାରେ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ବିଜେଡ଼ି ଦଳର ଆଇଟି ସେଲ ମୁଖ୍ୟ ଥିଲେ l

Leave A Reply

Your email address will not be published.