ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍

0

ଭୁବନେଶ୍ବର: ବିଜେଡି ନେତାଙ୍କ ଘରେ ଆୟକର ଚଢାଉ। ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ରବିବାର ଆୟକର ଚଢାଉ ହୋଇଛି। କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି।
ମନୋଜ ମିଶ୍ର କୋମନା ବ୍ଲକ୍‌ର ପୂର୍ବତନ ବିଜେଡି ଅଧ୍ୟକ୍ଷ ଥିଲେ। ପୂର୍ବରୁ ନୂଆପଡ଼ା ଜିଲ୍ଲା ବିଜେଡି ସଭାପତି ଥିଲେ, ଏବେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ଟିକେଟ୍‌ର ପ୍ରମୂଖ ଦାବିଦାର ଥିଲେ ମନୋଜ। ଉପନିର୍ବାଚନ ପ୍ରଚାର ଶେଷ ଦିନରେ ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗର ଚଢାଉ ସାରା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି।

Leave A Reply

Your email address will not be published.