ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ

0

ଭୁବନେଶ୍ବର: ବିଗିଡ଼ିଲା ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥା। ଓଲିଉଡ୍ ଇଣ୍ଡଷ୍ଟ୍ରିର ଖ୍ୟାତନାମା ସିଙ୍ଗର୍ ହ୍ୟୁମାନ ସାଗର କିଛିଦିନ ହେବ ସେ କିଡନି ଓ ଲିଭର୍ ଜନିତ ସମସ୍ୟାରେ ପୀଡିତ ଥିଲେ। ପ୍ରଥମେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ, ଏବେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସ କୁ ସ୍ଥାନାନ୍ତର କରାଯାଇଛି।

ଏହା ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ସ୍ନାୟୁ ଜନିତ ରୋଗ ଏବଂ ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ଗତ ୨୫ ସେପ୍ଟେମ୍ବରରେ ତାଙ୍କୁ ମେଡ଼ିସିନ୍ ୱାର୍ଡକୁ ଅଣାଯାଇଥିଲେ ବି, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ପୁଣିଥରେ ଆଇସିୟୁରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.