ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ

0

ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଆଉ ୧୫ଟି ପୋକ୍ସୋ ଅଦାଲତ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା। ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ରେ ଖୋଲିବ ପୋକ୍ସୋ ଅଦାଲତ।
ସେହିପରି ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବ। ଏହା ସହ ଦେବଗଡ଼, ମାଲକାନଗିରି, ସୋନପୁରରେ ସ୍ବତନ୍ତ୍ର ପୋକ୍ସୋ କୋଟ ହେବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.