ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ବିଇଓ କୌଣସି ସୂଚନା ନ ଦେଇ ଅଚାନକ ସ୍କୁଲ ଗସ୍ତ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। BEOଙ୍କ ଏଭଳି ପଦକ୍ଷେପ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ଶିକ୍ଷକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।
ପ୍ରମୁଖ ଖବର
ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍ ୩.୦’
ଟ୍ରକ୍ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ