ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

୧୨ ତାରିଖରେ ନୂଆ ଦଳ ପାଇଁ ମୂଳଦୁଆ ପଡିବ: ମୋକିମ

0

ନ୍ୟୁଜ୍ ବ୍ୟୁରୋ: ନୂଆ ଦଳ ଗଠନ ନେଇ ବଡ ସୂଚନା ଦେଲେ ମହମ୍ମଦ ମୋକିମ। ଏକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ଆସନ୍ତା ୧୨ ତାରିଖ ଅର୍ଥାତ୍ ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ। ମାର୍ଚ୍ଚ ଶେଷ ସପ୍ତାହରେ ନୂଆ ଦଳ ଗଠିତ ହେବ। ମୋକିମ କହିଛନ୍ତି , ଉପକୂଳ ଜିଲ୍ଲାର ଯୁବ ନେତୃତ୍ୱ ଏକାଠି ହେବେ। ଦଳରେ ଯୁବକଙ୍କୁ ପ୍ରାଧାନ୍ୟ ଦିଆଯିବ। ଦଳର ନାମ କଂଗ୍ରେସ ସହ ରହିବ । କେଉଁ ନାମ ରହିବ ତାକୁ ନେଇ ଜ୍ୟୋତିଷଙ୍କ ସହ ବିଚାରବିମର୍ଶ ଚାଲିଛି। ଝିଅ ସୋଫିଆ ର୍ଫିଦ୍ଦୋସ ନିଜେ ନିଷ୍ପତ୍ତି ନେବେ ବୋଲି ମହମ୍ମଦ ମୋକିମ କହିଛନ୍ତି।

Leave A Reply

Your email address will not be published.