ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଟ୍ରକ୍‌-କାର ମୁହାଁମୁହିଁ ଧକ୍କା

0

ନ୍ୟୁଜ୍ ବ୍ୟୁରୋ: ଚିକିତ୍ସା ପାଇଁ ରୋଗୀକୁ ଡାକ୍ତରଖାନା ନେବା ବେଳେ ଜାତୀୟ ରାଜପଥରେ କାର ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟି ଚାଲିଗଲା ୨ ଜୀବନ। ଏହି ଦୁର୍ଘଟଣାରେ ଆଉ ୫ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଆଜି ଭୋର ସମୟରେ ଆନ୍ଧ୍ର ପ୍ରଦେଶର ନନ୍ଦିଗାମ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସୁନପୂରମରୁ ୭ ଜଣ ବ୍ୟକ୍ତି ଏକ କାରରେ ଶ୍ରୀକାକୁଲମକୁ ଯାଉଥିବାବେଳେ ରାଜପଥ ଉପରେ ଅଟକିଥିବା ଏକ ଆଇଚର ଭ୍ୟାନରେ କାରଟି ଧକ୍କା ହୋଇଥିଲା। ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଡାଲିଆ (୪୬) ଓ ମୋହିନାମ୍ମା (୫୦) ବୋଲି ଜଣାପଡିଛି। ମୃତାହତମାନେ ଓଡ଼ିଶାର। ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କୁ ତୁରନ୍ତ ଟେକାଲି ଜିଲ୍ଲା ଡାକ୍ତରଖାନାକୁ ନିଆଯାଇଥିଲା। ଘଟଣା ସ୍ଥଳରେ ପୁଲିସ୍‌ ପହଞ୍ଚି ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.