ଭୁବନେଶ୍ବର: ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍ ଜୋନ୍। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ୪ ସହର ଯଥା ପୁରୀ, ପାରାଦୀପ, ଭୁବନେଶ୍ୱର ଏବଂ କଟକ କମନ ଇକୋନୋମିକ୍ ଜୋନ୍ରେ ପରିଣତ ହେବ। ୨୦୨୭ ସୁଦ୍ଧା ଏହି ସହରଗୁଡ଼ିକୁ କମନ ଇକୋନୋମିକ ଜୋନ୍ କରାଯିବ। ଏହା ପରଠାରୁ ହିଁ ରାଜ୍ୟ ଅର୍ଥନୀତିର ୩୩ ପ୍ରତିଶତ ଆସିବ ବୋଲି ଅନୁ ଗର୍ଗ କହିଛନ୍ତି।
କମନ ଇକୋନୋମିକ୍ ଜୋନ୍ ହେଉଛି ଏକ ଆନ୍ତର୍ଜାତିକ ଚୁକ୍ତି କିମ୍ବା ଅଞ୍ଚଳ ଯେଉଁଠାରେ ଏକାଧିକ ଦେଶ ମିଶି ଏକ ସାଧାରଣ ଅର୍ଥନୈତିକ କ୍ଷେତ୍ର ଗଠନ କରନ୍ତି। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସେହି ଦେଶମାନଙ୍କ ମଧ୍ୟରେ ପଣ୍ୟ, ସେବା, ପୁଞ୍ଜି ଏବଂ ଶ୍ରମର ମୁକ୍ତ ଚଳାଚଳ ସୁନିଶ୍ଚିତ କରିବା।
ପ୍ରମୁଖ ଖବର
ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍, କ୍ୟାବିନେଟ୍ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ