ଭୁବନେଶ୍ବର: ଭୁବନେଶ୍ୱର ବଡଗଡ଼ରେ ବଡ଼ ଦୁର୍ଘଟଣା। ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର। ଏଥିରେ ୪ ଆହତ ହୋଇଥିବା ବେଳେ ଡ୍ରାଇଭର ଥାନାରେ ଅଟକ ଅଛନ୍ତି। ଡ୍ରାଇଭର ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚଲାଉଥିବା ଅଭିଯୋଗ ହୋଇଛି।ସମସ୍ତ ଆହତଙ୍କୁ ମେଡ଼ିକାଲ ଭର୍ତ୍ତି କରାଯାଇଛି।
ବଡଗଡ଼ ବ୍ରିଟ କୋଲନୀ ମୁଖ୍ୟ ରାସ୍ତାରେ ଦ୍ରୁତ ଗତିରେ ଆସି ଆଟୋକୁ ପିଟିଥିଲା ଟ୍ରାଭେଲର। ଡ୍ରାଇଭର ନିଶାଶକ୍ତ ଅବସ୍ଥାରେ ଗାଡି ଚଲାଉଥିବା ସ୍ଥାନୀୟ ଲୋକ ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ବଡଗଡ଼ ଥାନା ପୋଲିସ ତଦନ୍ତ କରୁଛି।
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ